Genesis 15:11 — Compare Translations
5 translations compared side by side
Odia - 1840
"ଏହାପରେ, ଅନ୍ୟ ବନ୍ଯ ପକ୍ଷୀ ସହେି ମୃତ ପ୍ରାଣୀଙ୍କ ଉପରେ ଝାମ୍ପ ମାରିଲେ ଏବଂ ଅବ୍ରାମ ସମାନଙ୍କେୁ ଘଉଡ଼ାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ, ଅନ୍ୟ ବନ୍ୟ ପକ୍ଷୀ ସେହି ମୃତ ପ୍ରାଣୀଙ୍କ ଉପରେ ଝାମ୍ପ ମାରିଲେ ଏବଂ ଅବ୍ରାମ ସେମାନଙ୍କୁ ଘଉଡ଼ାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।
Recommended Reading