Genesis 15:12 — Compare Translations

5 translations compared side by side

Odia - 1840
"ଯେତବେେଳେ ସୂର୍ୟ୍ଯାସ୍ତ ହେଉଥିଲା ଅବ୍ରାମ ଘାରେ ନିଦ୍ରା ରେ ଶାଇେ ପଡ଼ିଲେ ଏବଂ ହଠାତ୍ ତାଙ୍କ ଉପରକୁ ଏକ ଭୟଙ୍କର ଅନ୍ଧକାର ଆସିଲା ଓ ସେ ଆତଙ୍କିତ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସୂର୍ଯ୍ୟାସ୍ତ ହେଉଥିଲା ଅବ୍ରାମ ଘୋର ନିଦ୍ରାରେ ଶୋଇ ପଡ଼ିଲେ ଏବଂ ହଠାତ୍ ତାଙ୍କ ଉପରକୁ ଏକ ଭୟଙ୍କର ଅନ୍ଧକାର ଆସିଲା ଓ ସେ ଆତଙ୍କିତ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ।