Genesis 15:13 — Compare Translations
5 translations compared side by side
Odia - 1840
"ତା'ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭେ ଏ ବିଷଯ ରେ ନିଶ୍ଚିତ ହାଇପୋରିବ, ତୁମ୍ଭର ବଂଶଧର ବିଦେଶ ରେ ପ୍ରବାସୀ ହବେେ ଏବଂ କ୍ରୀତଦାସ ହବେେ ଏବଂ କ୍ଲେଶ ଭୋଗ କରିବେ 400 ବର୍ଷ ପର୍ୟ୍ଯନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ଅବ୍ରାମଙ୍କୁ କହିଲେ, ତୁମ୍ଭର ସନ୍ତାନଗଣ ଚାରିଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଏ ବିଷୟରେ ନିଶ୍ଚିତ ହୋଇ ପାରିବ, ତୁମ୍ଭର ବଂଶଧର ବିଦେଶରେ ପ୍ରବାସୀ ହେବେ ଏବଂ କ୍ରୀତଦାସ ହେବେ ଏବଂ 400 ବର୍ଷ ପର୍ଯ୍ୟନ୍ତ କ୍ଳେଶ ଭୋଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରି ଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରିଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;