Genesis 15:14 — Compare Translations
5 translations compared side by side
Odia - 1840
"କିନ୍ତୁ ଯେଉଁ ଜାତିମାନେ ସମାନଙ୍କେୁ କ୍ରୀତଦାସ କଲେ ସମାନଙ୍କେର ମୁଁ ବିଚାର କରିବି ଏବଂ ତାହାପରେ ପ୍ରଚୁର ଧନ ସହିତ ସମାନେେ ସ୍ବାଧୀନ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁ ଜାତିମାନେ ସେମାନଙ୍କୁ କ୍ରୀତଦାସ କରିବେ ସେମାନଙ୍କର ମୁଁ ବିଗ୍ଭର କରିବି ଏବଂ ତାହାପରେ ପ୍ରଚୁର ଧନ ସହିତ ସେମାନେ ସ୍ୱାଧୀନ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ।