Genesis 15:15 — Compare Translations
5 translations compared side by side
Odia - 1840
"ତଥାପି ତୁମ୍ଭ ନିମନ୍ତେ, ତୁମ୍ଭେ ଶାନ୍ତି ରେ ମରିବ ଏବଂ ତୁମ୍ଭର ପୂର୍ବପୁରୁଷଙ୍କ ସହିତ ମିଳିତ ହବେ ଏବଂ ତୁମ୍ଭେ ବହୁତ ବୃଦ୍ଧ ବଯସ ରେ କବର ପା୍ରପ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ତଥାପି ତୁମ୍ଭ ନିମନ୍ତେ, ତୁମ୍ଭେ ଶାନ୍ତିରେ ମରିବ ଏବଂ ତୁମ୍ଭର ପୂର୍ବପୁରୁଷଙ୍କ ସହିତ ମିଳିତ ହେବ ଏବଂ ତୁମ୍ଭେ ବହୁତ ବୃଦ୍ଧ ବୟସରେ କବର ପ୍ରାପ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ।