Genesis 15:16 — Compare Translations
5 translations compared side by side
Odia - 1840
"ପୁଣି ଏହି ଦେଶକୁ ତୁମ୍ଭ ବଂଶର ଚ଼ତୁର୍ଥ ପୁରୁଷ ଫରେିବେ। କାରଣ ଯେଉଁ ଇ ମାରେୀଯମାନେ ଏଠା ରେ ବାସ କରନ୍ତି, ସମାନଙ୍କେର ପାପ ଏପର୍ୟ୍ଯନ୍ତ ଶଷେ ହାଇନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଏହି ଦେଶକୁ ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଫେରିବେ। କାରଣ ଯେଉଁ ଇମୋରୀୟମାନେ ଏଠାରେ ବାସ କରନ୍ତି, ସେମାନଙ୍କର ପାପ ଏପର୍ଯ୍ୟନ୍ତ ଶେଷ ହୋଇ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”