Genesis 15:17 — Compare Translations
5 translations compared side by side
Odia - 1840
"ସୂର୍ୟ୍ଯାସ୍ତ ପରେ, ଯେତବେେଳେ ଏହା ଘାରେ ଅନ୍ଧକାର ହେଲା, ଏକ ଧୂଆଁ ବାହାରୁଥିବା ପାତ୍ର ଏବଂ ଜ୍ଯଳନ୍ତ ମଶାଲ ହଠାତ୍ ଦଖାଗେଲା ଏବଂ ତାହା ଦୁଇ ଧାଡ଼ି ରେ ଥିବା ମୃତ ପଶୁଗୁଡ଼ିକର ଖଣ୍ଡସବୁ ମଧ୍ଯ ଦଇେ ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯହୁଁ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲ୍ଲୀ ଓ ପ୍ରଜ୍ଜଳିତ ଦିହୁଡ଼ି ସେହି ଦୁଇ ଖଣ୍ତ ଶ୍ରେଣୀର ମଧ୍ୟ ଦେଇ ଚାଲିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସୂର୍ଯ୍ୟାସ୍ତ ପରେ, ଯେତେବେଳେ ଏହା ଘୋର ଅନ୍ଧକାର ହେଲା, ଏକ ଧୂଆଁ ବାହାରୁଥିବା ପାତ୍ର ଏବଂ ଜ୍ୱଳନ୍ତ ମଶାଲ ହଠାତ୍ ଦେଖାଗଲା ଏବଂ ତାହା ଦୁଇ ଧାଡ଼ିରେ ଥିବା ମୃତ ପଶୁଗୁଡ଼ିକର ଖଣ୍ଡସବୁ ମଧ୍ୟଦେଇ ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେବେ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲି ଓ ପ୍ରଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟଦେଇ ଚାଲିଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଯହୁଁ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲ୍ଲୀ ଓ ପ୍ରଜ୍ଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟ ଦେଇ ଚାଲିଗଲା।