Genesis 15:18 — Compare Translations
5 translations compared side by side
Odia - 1840
"ସହେିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦଲେି। ମିଶରୀଯ ନଦୀଠାରୁ ମହାନ ନଦୀ ଫରାତ୍ ପର୍ୟ୍ଯନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, “ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦେଲି। ମିଶରୀୟ ନଦୀଠାରୁ ମହାନ ନଦୀ ଫରାତ୍ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,