Genesis 15:2 — Compare Translations
5 translations compared side by side
Odia - 1840
"କିନ୍ତୁ ଅବ୍ରାମ କହିଲେ, ସଦାପ୍ରଭୁ ପରମେଶ୍ବର, ମାେତେ ପୁରସ୍କାର ଦଇେ କଣ ଭଲ ହବେ? ମୁଁ ସନ୍ତାନ ବିନା ମରିବାକୁ ଯାଉଛି। ସେଥିପାଇଁ ଦମ୍ମସକରେ ମାରେ ମୁଖ୍ଯ ସବେକ ଇଲିଯଜେର ମାରେ ସମ୍ପତ୍ତି ଅଧିକାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବ୍ରାମ ଉତ୍ତର କଲେ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କଅଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି ଦମ୍ମେସକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅବ୍ରାମ କହିଲେ, “ସଦାପ୍ରଭୁ ପରମେଶ୍ୱର, ମୋତେ ପୁରସ୍କାର ଦେଇ କ’ଣ ଭଲ ହେବ? ମୁଁ ସନ୍ତାନ ବିନା ମରିବାକୁ ଯାଉଛି। ସେଥିପାଇଁ ଦମ୍ମେସକର ମୋର ମୁଖ୍ୟ ସେବକ ଇଲିୟେଜର ମୋର ସମ୍ପତ୍ତି ଅଧିକାର କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କʼଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ’ଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋ’ ଗୃହର ଧନାଧିକାରୀ ଅଟେ।”