Genesis 15:21 — Compare Translations
5 translations compared side by side
Odia - 1840
"ଇ ମାରେୀଯମାନଙ୍କର, କିଣାନୀଯମାନଙ୍କର,ଓ ଗିର୍ଗାଶୀଯମାନଙ୍କର ଓ ୟିବୁଶୀଯମାନଙ୍କର ଦେଶ ତୁମ୍ଭକୁ ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଇମୋରୀୟମାନଙ୍କର ଓ କିଣାନୀୟମାନଙ୍କର ଓ ଗିର୍ଗାଶୀୟମାନଙ୍କର ଓ ଯିବୁଷୀୟମାନଙ୍କର ଦେଶ ଦେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଇମୋରୀୟମାନଙ୍କର, କିଣାନୀୟମାନଙ୍କର, ଓ ଗିର୍ଗାଶୀୟମାନଙ୍କର ଓ ଯିବୂଷୀୟମାନଙ୍କର ଦେଶ ତୁମ୍ଭକୁ ଦେଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇମୋରୀୟ, କିଣାନୀୟ, ଗିର୍ଗାଶୀୟ ଓ ଯିବୂଷୀୟମାନଙ୍କର ଦେଶ ଦେଲୁ।”
Odia IRV 2017 (ଓଡିଆ ବାଇବେଲ)
ଇମୋରୀୟ, କିଣାନୀୟ, ଗିର୍ଗାଶୀୟ ଓ ଯିବୂଷୀୟମାନଙ୍କର ଦେଶ ଦେଲୁ।”