Genesis 15:3 — Compare Translations
5 translations compared side by side
Odia - 1840
"ପୁଣି ଅବ୍ରାମ କହିଲେ, ତୁମ୍ଭେ ମାେତେ ସନ୍ତାନ ଦଲେ ନାହିଁ। ସେଥିପାଇଁ ମାେ ଗୃହର ଜଣେ ସଦସ୍ଯ ମାରେ ଉତ୍ତରାଧିକାରୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବ୍ରାମ କହିଲେ, ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋʼ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଅବ୍ରାମ କହିଲେ, “ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ। ସେଥିପାଇଁ ମୋ’ ଗୃହର ଜଣେ ସଦସ୍ୟ ମୋର ଉତ୍ତରାଧିକାରୀ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋʼ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋ’ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।”