Genesis 15:4 — Compare Translations

5 translations compared side by side

Odia - 1840
"ତା'ପରେ ସଦାପ୍ରଭୁ ଅବ୍ରାମକୁ କହିଲେ, ଦେଖ ସହେି ଦାସଟି ତୁମ୍ଭର ଉତ୍ତରାଧିକାରୀ ହବେ ନାହିଁ। ମାତ୍ର ଯେ ତୁମ୍ଭ ଔରସ ରେ ଜାତ ହବେ, ସହେି ତୁମ୍ଭର ଉତ୍ତରାଧିକାରୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଦେଖ ସେହି ଦାସଟି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ। ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”