Genesis 15:5 — Compare Translations
5 translations compared side by side
Odia - 1840
"ଏହାପରେ ପରମେଶ୍ବର ତାଙ୍କୁ ବାହାରକୁ ନେଲେ ଓ କହିଲେ, ଉର୍ଦ୍ଧ ରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରିପାରିବ। ଏବଂ ସେ ମଧ୍ଯ କହିଲେ, ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ଯକ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ତାଙ୍କୁ ବାହାରକୁ ଆଣି କହିଲେ, ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯେବେ ତାରାସମୂହ ଗଣିପାର, ତେବେ ଗଣି କୁହ । ସେ ଆହୁରି କହିଲେ, ଏହି ପ୍ରକାର ତୁମ୍ଭର ବଂଶ ହେବ। ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱର ତାଙ୍କୁ ବାହାରକୁ ନେଲେ ଓ କହିଲେ, “ଊର୍ଦ୍ଧ୍ୱରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରି ପାରିବ।” ଏବଂ ସେ ମଧ୍ୟ କହିଲେ, “ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ୟକ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”