Genesis 15:6 — Compare Translations
5 translations compared side by side
Odia - 1840
"ଅବ୍ରାମ ସଦାପ୍ରଭୁଙ୍କୁ ବିଶ୍ବାସ କଲେ ଏବଂ ପରମେଶ୍ବର ତା'ର ବିଶ୍ବାସକୁ ଧାର୍ମିକତା କାର୍ୟ୍ଯ ବୋଲି ବିବଚେନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ସଦାପ୍ରଭୁଙ୍କଠାରେ ବିଶ୍ଵାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରାମ ସଦାପ୍ରଭୁଙ୍କୁ ବିଶ୍ୱାସ କଲେ ଏବଂ ପରମେଶ୍ୱର ତାଙ୍କର ବିଶ୍ୱାସକୁ ଧାର୍ମିକତାର କାର୍ଯ୍ୟ ବୋଲି ବିବେଚନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ।