Genesis 15:7 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ମୁଁ ସହେି ସଦାପ୍ରଭୁ, ୟିଏ ତୁମ୍ଭମାନଙ୍କୁ କଲଦୀଯମାନଙ୍କର ଊରଠାରୁ ଏହି ଦେଶ ତୁମ୍ଭକୁ ଦବୋପାଇଁ ବାହାର କରି ଆଣିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ତାଙ୍କୁ କହିଲେ, ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ମୁଁ ସେହି ସଦାପ୍ରଭୁ, ଯିଏ ତୁମ୍ଭମାନଙ୍କୁ କଲଦୀୟମାନଙ୍କର ଊରଠାରୁ ଏହି ଦେଶ ତୁମ୍ଭକୁ ଦେବା ପାଇଁ ବାହାର କରି ଆଣିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍‍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍‍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”