Genesis 15:8 — Compare Translations
5 translations compared side by side
Odia - 1840
"କିନ୍ତୁ ଅବ୍ରାମ କହିଲେ, ହେ ସଦାପ୍ରଭୁ, ମାରେ ପ୍ରଭୁ ମୁଁ ଯେ ଏ ଦେଶର ଅଧିକାରୀ ହବେି, ତାହା ମୁଁ କିପରି ଜାଣିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲେ, ହେ ପ୍ରଭୋ, ସଦାପ୍ରଭୋ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା କିରୂପେ ଜାଣିବି?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅବ୍ରାମ କହିଲେ, “ହେ ସଦାପ୍ରଭୁ, ମୋର ପ୍ରଭୁ ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଅବ୍ରାମ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଅବ୍ରାମ କହିଲେ, “ହେ ପ୍ରଭୁ, ସଦାପ୍ରଭୁ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”