Genesis 16:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ଦୂତ ହାଗାରକୁ ମଧ୍ଯ କହିଲେ, ତୁମ୍ଭର ଅନକେ ବଂଶଧର ଜନ୍ମ ହବେେ। ସମାନଙ୍କେୁ ଗଣି ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ହେତୁରୁ ତାହା ଅଗଣ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଦୂତ ହାଗାରକୁ ପୁଣି କହିଲେ, “ତୁମ୍ଭର ଅନେକ ବଂଶଧର ଜନ୍ମ ହେବେ। ସେମାନଙ୍କୁ ଗଣି ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ସକାଶୁ ତାହା ଅଗଣ୍ୟ ହେବ।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ସକାଶୁ ତାହା ଅଗଣ୍ୟ ହେବ।”