Genesis 16:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ଦୂତ ମଧ୍ଯ ଏପରି କହିଲେ, ହାଗାର ତୁମ୍ଭେ ବର୍ତ୍ତମାନ ଗର୍ଭବତୀ। ତୁମ୍ଭଠାରୁ ଏକ ପୁତ୍ର ସନ୍ତାନ ଜନ୍ମିବ। ତୁମ୍ଭେ ତା'ର ନାମ ଇଶ୍ମାଯଲେ ଦବେ। କାରଣ ସଦାପ୍ରଭୁ ଶୁଣିଛନ୍ତି, ତୁମ୍ଭେ ଯେତବେେଳେ ଦୁଃଖ ପାଉଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାଏଲ (ଅର୍ଥାତ୍, ପରମେଶ୍ଵର ଶୁଣନ୍ତି) ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଦୂତ ମଧ୍ୟ ଏପରି କହିଲେ, “ହାଗାର ତୁମ୍ଭେ ବର୍ତ୍ତମାନ ଗର୍ଭବତୀ। ତୁମ୍ଭଠାରୁ ଏକ ପୁତ୍ର ସନ୍ତାନ ଜନ୍ମିବ। ତୁମ୍ଭେ ତା’ର ନାମ ଇଶ୍ମାଏଲ ଦେବ। କାରଣ ସଦାପ୍ରଭୁ ଶୁଣିଛନ୍ତି, ତୁମ୍ଭେ ଯେତେବେଳେ ଦୁଃଖ ପାଉଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।