Genesis 16:12 — Compare Translations
5 translations compared side by side
Odia - 1840
"ତୁମ୍ଭର ପୁତ୍ର ବନ୍ଯ ଗଦ୍ଧର୍ଭ ଭଳି ଜୀବନୟାପନ କରିବ। ତା'ର ହସ୍ତ ସମସ୍ତଙ୍କ ବିରୁଦ୍ଧ ରେ ଓ ସମସ୍ତଙ୍କର ହସ୍ତ ତା'ର ବିରୁଦ୍ଧ ରେ ଥିବ। ଏବଂ ସେ ତା'ର ଭାଇମାନଙ୍କ ସମ୍ମୁଖ ରେ ବାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ଵରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପୁତ୍ର ବନ୍ୟ ଗର୍ଦ୍ଦଭ ଭଳି ଜୀବନଯାପନ କରିବ। ତା’ର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କର ହସ୍ତ ତା’ର ବିରୁଦ୍ଧରେ ଥିବ। ଏବଂ ସେ ତା’ର ଭାଇମାନଙ୍କ ସମ୍ମୁଖରେ ବାସ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ୱରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି, ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ୱରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି, ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ।”