Genesis 16:13 — Compare Translations
5 translations compared side by side
Odia - 1840
"ଏହାପରେ ହାଗାର ସଦାପ୍ରଭୁଙ୍କର ଏହି ନାମ ରଖିଲା ଯଥା, ଯେଉଁ ପରମେଶ୍ବର ମାେତେ ଦେଖନ୍ତି ସେ (ସ୍ତ୍ରୀ) ଏହା କହିଲା, କାରଣ ସେ ଚିନ୍ତା କଲା, ମୁଁ କଣ ପ୍ରକୃତ ରେ ତାଙ୍କୁ ଏଠା ରେ ଦେଖିଲି ୟିଏ ମତେ ଦେଖନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ଵର, (ହେ ପରମେଶ୍ଵର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି!
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ହାଗାର ସଦାପ୍ରଭୁଙ୍କର ଏହି ନାମ ରଖିଲା ଯଥା, “ଯେଉଁ ପରମେଶ୍ୱର ମୋତେ ଦେଖନ୍ତି” ସେ (ସ୍ତ୍ରୀ) ଏହା କହିଲା, କାରଣ ସେ ଚିନ୍ତା କଲା, “ମୁଁ କ’ଣ ପ୍ରକୃତରେ ତାଙ୍କୁ ଏଠାରେ ଦେଖିଲି ଯିଏ ମୋତେ ଦେଖନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, “ମଦ୍ଦର୍ଶକ ପରମେଶ୍ୱର” (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି!”
Odia IRV 2017 (ଓଡିଆ ବାଇବେଲ)
ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ୱର, (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି!”