Genesis 16:14 — Compare Translations
5 translations compared side by side
Odia - 1840
"ତେଣୁ ସହେି କୂପର ନାମ ବରେଲହଯ-ରୋଯୀ ରଖିଲା। ସହେି କୂପ କାଦେଶ ଓ ବରଦେ ମଧିଅରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ (ଅର୍ଥାତ୍, ଦର୍ଶନାନ୍ତେ ଜୀବନକୂପ) ରଖାଗଲା । ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି କୂପର ନାମ ବେରଲହୟ-ରୋୟୀ ରଖିଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।