Genesis 16:15 — Compare Translations
5 translations compared side by side
Odia - 1840
"ହାଗାର ଅବ୍ରାମର ପୁତ୍ରକୁ ଜନ୍ମ ଦଲୋ ଏବଂ ଅବ୍ରାମ ତା'ର ନାମ ଇଶ୍ମାଯଲେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାଏଲ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହାଗାର ଅବ୍ରାମଙ୍କର ପୁତ୍ରକୁ ଜନ୍ମ ଦେଲା ଏବଂ ଅବ୍ରାମ ତା’ର ନାମ ଇଶ୍ମାଏଲ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାୟେଲ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାୟେଲ ଦେଲେ।