Genesis 16:3 — Compare Translations

5 translations compared side by side

Odia - 1840
"ଅବ୍ରାମ କିଣାନ ଦେଶ ରେ ଦଶ ବର୍ଷ କଟାଇଲାପରେ ଏହିପରି ହାଇେଥିଲା ଯେ, ତାଙ୍କର ସ୍ତ୍ରୀ ସାରୀ ତାହାଙ୍କ ମିଶରୀଯ ଦାସୀ ହାଗାରକୁ ତାଙ୍କ ସ୍ବାମୀ ଅବ୍ରାମଙ୍କ ସହିତ ବିବାହ ଦେଲେ, ଯାହାଫଳ ରେ ସେ ତା' ସହିତ ସହବାସ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ଵାମୀ ଅବ୍ରାମ ସହିତ ବିବାହ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରାମ କିଣାନ ଦେଶରେ ଦଶ ବର୍ଷ କଟାଇଲା ପରେ ଏହିପରି ହୋଇଥିଲା ଯେ, ତାଙ୍କର ସ୍ତ୍ରୀ ସାରୀ ତାହାଙ୍କ ମିଶରୀୟ ଦାସୀ ହାଗାରକୁ ତାଙ୍କ ସ୍ୱାମୀ ଅବ୍ରାମଙ୍କ ସହିତ ବିବାହ ଦେଲେ, ଯାହାଫଳରେ ସେ ତା’ ସହିତ ସହବାସ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ।