Genesis 16:4 — Compare Translations
5 translations compared side by side
Odia - 1840
"ହାଗାର ଅବ୍ରାମଙ୍କ ଦ୍ବାରା ଗର୍ଭବତୀ ହେଲା। ଯେତବେେଳେ ହାଗାର ଏପରି ଜାଣିଲା ତା'ର ମାଲିକାଣୀଙ୍କୁ ସେ ବେଶି ସମ୍ମାନ ଦଲୋ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛ ଜ୍ଞାନ କରିବାକୁ ଲାଗିଲା ।
Odia Bible ERV 2004 (ପବିତ୍ର ବାଇବଲ)
ହାଗାର ଅବ୍ରାମଙ୍କ ଦ୍ୱାରା ଗର୍ଭବତୀ ହେଲା। ଯେତେବେଳେ ହାଗାର ଏହା ଜାଣିଲା ତା’ର ମାଲିକାଣୀଙ୍କୁ ସେ ବେଶି ସମ୍ମାନ ଦେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛଜ୍ଞାନ କରିବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛ ଜ୍ଞାନ କରିବାକୁ ଲାଗିଲା।