Genesis 16:5 — Compare Translations
5 translations compared side by side
Odia - 1840
"କିନ୍ତୁ ସାରା ଅବ୍ରାମଙ୍କୁ କହିଲା ଏହା ତୁମ୍ଭର ଭୁଲ ଯେ ମାରେ ଦାସୀ ମାେତେ ଖରାପ ବ୍ଯବହାର କରୁଛି। ମୁଁ ତାକୁ ତୁମ୍ଭକୁ ଦଇେଥିଲି, ତା'ପରେ ସେ ଗର୍ଭବତୀ ହେଲା ଏବଂ ଏହାପରେ ସେ ମାେତେ ଯେତିକି ସମ୍ମାନ ଦବୋ ଉଚିତ୍ ସତେିକି ସମ୍ମାନ ଦେଉ ନାହିଁ। ମୁଁ ଚାହୁଁଛି ସଦାପ୍ରଭୁ ତୁମ୍ଭ ଓ ମାରେବିଚାର କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, ମୋʼ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକି ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସାରା ଅବ୍ରାମଙ୍କୁ କହିଲେ “ଏହା ତୁମ୍ଭର ଭୁଲ୍ ଯେ ମୋର ଦାସୀ ମୋତେ ଖରାପ ବ୍ୟବହାର କରୁଛି। ମୁଁ ତାକୁ ତୁମ୍ଭକୁ ଦେଇଥିଲି, ତା’ପରେ ସେ ଗର୍ଭବତୀ ହେଲା ଏବଂ ଏହା ପରେ ସେ ମୋତେ ଯେତିକି ସମ୍ମାନ ଦେବା ଉଚିତ୍ ସେତିକି ସମ୍ମାନ ଦେଉ ନାହିଁ। ମୁଁ ଗ୍ଭହୁଁଛି ସଦାପ୍ରଭୁ ତୁମ୍ଭ ଓ ମୋର ବିଗ୍ଭର କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋʼ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋ’ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”