Genesis 16:6 — Compare Translations

5 translations compared side by side

Odia - 1840
"କିନ୍ତୁ ଅବ୍ରାମ ସାରୀକୁ କହିଲେ, ହାଗାର ତୁମ୍ଭର ଦାସୀ। ତୁମ୍ଭେ ତା'ପ୍ରତି ଯାହା ଚାହଁ ତାହା କରିପାର। ତେଣୁ ସାରୀ ତା' ପ୍ରତି କଠିନ ବ୍ଯବହାର କରନ୍ତେ, ହାଗାର ଛାଡ଼ି ପଳାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତାʼ ପ୍ରତି କର । ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅବ୍ରାମ ସାରୀକୁ କହିଲେ, “ହାଗାର ତୁମ୍ଭର ଦାସୀ। ତୁମ୍ଭେ ତା’ ପ୍ରତି ଯାହା ଗ୍ଭହଁ ତାହା କରିପାର।” ତେଣୁ ସାରୀ ତା’ ପ୍ରତି କଠିନ ବ୍ୟବହାର କରନ୍ତେ, ହାଗାର ଛାଡ଼ି ପଳାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତାʼ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତା’ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା।