Genesis 16:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ଦୂତ ତାହାଙ୍କୁ ଏକ ମରୁଭୂମିର ଝରଣା ନିକଟରେ ଦେଖିଲେ। ସହେି ଝରଣାଟି, ଶୂରକୁ ଯାଉଥିବା ରାସ୍ତାର ପାଖ ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ହାଗାରର ପୁତ୍ର ଇଶ୍ମାଏଲ ସଦାପ୍ରଭୁଙ୍କର ଦୂତ ତାହାଙ୍କୁ ଏକ ମରୁଭୂମିର ଝରଣା ନିକଟରେ ଦେଖିଲେ। ସେହି ଝରଣାଟି, ଶୂରକୁ ଯାଉଥିବା ରାସ୍ତାର ପାଖରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ,