Genesis 16:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ଦୂତ କହିଲେ, ହାଗାର, ସାରୀର ଦାସୀ, ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭେ କେଉଁଠାକୁ ଯାଉଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି କେଉଁଠାକୁ ଯିବ? ତହିଁରେ ସେ କହିଲା, ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଦୂତ କହିଲେ, “ହାଗାର, ସାରୀର ଦାସୀ, ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭେ କେଉଁଠାକୁ ଯାଉଛ?” ହାଗାର ଉତ୍ତର ଦେଲା, “ମୁଁ ମୋର ମାଲିକାଣୀ ସାରୀ ପାଖରୁ ଦୌଡ଼ି ପଳାଇ ଯାଉଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି, କେଉଁଠାକୁ ଯିବ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।”
Odia IRV 2017 (ଓଡିଆ ବାଇବେଲ)
“ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି, କେଉଁଠାକୁ ଯିବ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।”