Genesis 16:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ଦୂତ ହାଗାରକୁ କହିଲେ, ତୁମ୍ଭର ମାଲିକାଣୀ ପାଖକୁ ଫରେିୟାଅ ଓ ନିଜକୁ ତା'ର ପାଖ ରେ ସମର୍ପଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରି ଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଦୂତ ହାଗାରକୁ କହିଲେ, “ତୁମ୍ଭର ମାଲିକାଣୀ ପାଖକୁ ଫେରିଯାଅ ଓ ନିଜକୁ ତା’ର ପାଖରେ ସମର୍ପଣ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରିଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରି ଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।”