Genesis 17:1 — Compare Translations
5 translations compared side by side
Odia - 1840
"ଯେତବେେଳେ ଅବ୍ରାମକୁ ଅନେଶ୍ବତ ବର୍ଷ ସେତବେେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ସର୍ବଶକ୍ତିମାନ ପରମେଶ୍ବର। ଉତ୍ତମ କାର୍ୟ୍ଯମାନ କର। ମାେତେ ମାନ ଏବଂ ନିଷ୍ଠାପର ଜୀବନୟାପନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବ୍ରାମଙ୍କର ଅନେଶ୍ଵତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ସର୍ବଶକ୍ତିମାନ ପରମେଶ୍ଵର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ସୁନ୍ନତ୍-ଚୁକ୍ତିର ପ୍ରମାଣ ଯେତେବେଳେ ଅବ୍ରାମଙ୍କୁ ଅନେଶ୍ୱତ ବର୍ଷ ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ସର୍ବଶକ୍ତିମାନ ପରମେଶ୍ୱର। ଉତ୍ତମ କାର୍ଯ୍ୟମାନ କର। ମୋତେ ମାନ ଏବଂ ନିଷ୍ଠାପର ଜୀବନଯାପନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Odia IRV 2017 (ଓଡିଆ ବାଇବେଲ)
ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।