Genesis 17:10 — Compare Translations
5 translations compared side by side
Odia - 1840
"ଏହି ଚୁକ୍ତିକୁ ତୁମ୍ଭମାନେେ ନିଶ୍ଚଯ ପାଳନ କରିବ। ଏହା ହେଉଛି ତୁମ୍ଭ ଓ ମାେ ମଧିଅରେ ଚୁକ୍ତି ଏବଂ ଏହା ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ। ତାହା ଏହି ପ୍ରେତ୍ୟକକ ଜନ୍ମ ହବୋ ପୁରୁଷକୁ ନିଶ୍ଚଯ ସୁନ୍ନତ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ୍ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଚୁକ୍ତିକୁ ତୁମ୍ଭେମାନେ ନିଶ୍ଚୟ ପାଳନ କରିବ। ଏହା ହେଉଛି ତୁମ୍ଭ ଓ ମୋ’ ମଧ୍ୟରେ ଚୁକ୍ତି ଏବଂ ଏହା ମଧ୍ୟ ତୁମ୍ଭର ବଂଶଧରମାନଙ୍କ ପାଇଁ। ତାହା ଏହି, ପ୍ରତ୍ୟେକ ଜନ୍ମ ହେବା ପୁରୁଷକୁ ନିଶ୍ଚୟ ସୁନ୍ନତ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ।