Genesis 17:11 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ନିଶ୍ଚଯ ସୁନ୍ନତ ହବେ। ଏହା ତୁମ୍ଭମାନଙ୍କର ନିଯମର ଚିହ୍ନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନିଶ୍ଚୟ ସୁନ୍ନତ ହେବ। ଏହା ତୁମ୍ଭମାନଙ୍କର ନିୟମର ଚିହ୍ନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ।