Genesis 17:12 — Compare Translations

5 translations compared side by side

Odia - 1840
"ତୁମ୍ଭର ପୁତ୍ରମାନଙ୍କୁ ଯେତବେେଳେ ଆଠଦିନ ହବେ, ତୁମ୍ଭେ ସେତବେେଳେ ସମାନଙ୍କେୁ ସୁନ୍ନତ କରିବ। ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ଦାସମାନଙ୍କର, ତୁମ୍ଭର ଘ ରେ ଯେଉଁମାନେ ଜନ୍ମ ହାଇେଛନ୍ତି, ଯେଉଁମାନେ ବିଦେଶରୁ କିଣା ୟାଇଅଛନ୍ତି, ସମସ୍ତ ପୁତ୍ରଗଣଙ୍କୁ ସୁନ୍ନତ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ । ପୁଣି ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପୁତ୍ରମାନଙ୍କୁ ଯେତେବେଳେ ଆଠଦିନ ହେବ, ତୁମ୍ଭେ ସେତେବେଳେ ସେମାନଙ୍କୁ ସୁନ୍ନତ କରିବ। ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ଦାସମାନଙ୍କର, ତୁମ୍ଭର ଘରେ ଯେଉଁମାନେ ଜନ୍ମ ହୋଇଛନ୍ତି, ଯେଉଁମାନେ ବିଦେଶରୁ କିଣା ଯାଇଅଛନ୍ତି, ସମସ୍ତ ପୁତ୍ରଗଣଙ୍କୁ ସୁନ୍ନତ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି, ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି, ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ।