Genesis 17:13 — Compare Translations

5 translations compared side by side

Odia - 1840
"ସେଥିବାଇଁ ତୁମ୍ଭର ସମସ୍ତ ପୁରୁଷ ସବେକଗଣ ନିଶ୍ଚଯ ସୁନ୍ନତ ହବେେ ଓ ତୁମ୍ଭମାନଙ୍କର ଶରୀର ରେ, ଚୁକ୍ତି ହିସାବ ରେ ମାରେ ଚିରନ୍ତନ ଚିହ୍ନ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ତୁମ୍ଭର ସମସ୍ତ ପୁରୁଷ ସେବକଗଣ ନିଶ୍ଚୟ ସୁନ୍ନତ ହେବେ ଓ ତୁମ୍ଭମାନଙ୍କର ଶରୀରରେ, ଚୁକ୍ତି ହିସାବରେ ମୋର ଚିରନ୍ତନ ଚିହ୍ନ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ।