Genesis 17:14 — Compare Translations
5 translations compared side by side
Odia - 1840
"ଯେଉଁ ମନୁଷ୍ଯମାନଙ୍କର ସୁନ୍ନତ ହାଇନୋହିଁ, ସମାନଙ୍କେୁ ତା'ର ଲୋକମାନଙ୍କଠାରୁ ବାସନ୍ଦ କରାୟିବ। କାହିଁକି? କାରଣ ସେ ମାରେ ଚୁକ୍ତି ଭଙ୍ଗ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ୍ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ମନୁଷ୍ୟମାନଙ୍କର ସୁନ୍ନତ ହୋଇ ନାହିଁ, ସେମାନଙ୍କୁ ତା’ର ଲୋକମାନଙ୍କଠାରୁ ବାସନ୍ଦ କରାଯିବ। କାରଣ ସେ ମୋର ଚୁକ୍ତି ଭଙ୍ଗ କରିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।”