Genesis 17:15 — Compare Translations
5 translations compared side by side
Odia - 1840
"ପରମେଶ୍ବର ଅବ୍ରହାମଙ୍କୁ କହିଲେ, ମୁଁ ତୁମ୍ଭ ସ୍ତ୍ରୀ ସାରୀର ଏକ ନୂତନ ନାମକରଣ କରିବି। ତାଙ୍କର ନୂତନ ନାମ ସାରା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରୁ ପରମେଶ୍ଵର ଅବ୍ରହାମଙ୍କୁ କହିଲେ, ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକି ଆଉ ସାରୀ (କୁଳୀନା) ବୋଲି ଡାକ ନାହିଁ; ତାହାର ନାମ ସାରା (ରାଣୀ) ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ହାକ-ପ୍ରତିଜ୍ଞାର ପୁତ୍ର ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ମୁଁ ତୁମ୍ଭ ସ୍ତ୍ରୀ ସାରୀର ଏକ ନୂତନ ନାମକରଣ କରିବି। ତାଙ୍କର ନୂତନ ନାମ ସାରା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରୁ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା।