Genesis 17:16 — Compare Translations
5 translations compared side by side
Odia - 1840
"ମୁଁ ତାଙ୍କୁ ଆଶୀର୍ବାଦ କରିବି। ମୁଁ ତାଙ୍କ କୋଳ ରେ ଏକ ପୁତ୍ର ଦବେି। ଏବଂ ତୁମ୍ଭେ ତା'ର ପିତା ହବେ। ସେ ବହୁ ଜାତିର ଆଦିମାତା ହବେ। ଜାତିଗଣର ରାଜାମାନେ ତାଙ୍କଠାରୁ ଜନ୍ମ ନବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନାଦେଶୀୟ ରାଜଗଣ ଉତ୍ପନ୍ନ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତାଙ୍କୁ ଆଶୀର୍ବାଦ କରିବି। ମୁଁ ତାଙ୍କ କୋଳରେ ଏକ ପୁତ୍ର ଦେବି। ଏବଂ ତୁମ୍ଭେ ତା’ର ପିତା ହେବ। ସେ ବହୁ ଜାତିର ଆଦିମାତା ହେବ। ଜାତିଗଣର ରାଜାମାନେ ତାଙ୍କଠାରୁ ଜନ୍ମ ନେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନା ଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନାଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।”