Genesis 17:18 — Compare Translations
5 translations compared side by side
Odia - 1840
"ଏହାପରେ ଅବ୍ରହାମ ପରମେଶ୍ବରଙ୍କୁ କହିଲେ, ମୁଁ ଇଛାକରୁଛି ଯେ, ତୁମ୍ଭେ ଇଶ୍ମାଯଲକେୁ ଅନୁଗ୍ରହ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବ୍ରହାମ ପରମେଶ୍ଵରଙ୍କୁ କହିଲେ, ଇଶ୍ମାଏଲ ତୁମ୍ଭ ଛାମୁରେ ବଞ୍ଚି ଥାଉ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ମୁଁ ଇଚ୍ଛା କରୁଛି ଯେ, ତୁମ୍ଭେ ଇଶ୍ମାଏଲକୁ ଅନୁଗ୍ରହ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ଇଶ୍ମାୟେଲ ତୁମ୍ଭ ଛାମୁରେ ବଞ୍ଚି ଥାଉ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ଇଶ୍ମାୟେଲ ତୁମ୍ଭ ଛାମୁରେ ବଞ୍ଚି ଥାଉ।”