Genesis 17:19 — Compare Translations
5 translations compared side by side
Odia - 1840
"ପରମେଶ୍ବର କହିଲେ, ନାଁ, ମୁଁ କହିଲେ, ତୁମ୍ଭର ସ୍ତ୍ରୀ ସାରା, ପୁତ୍ର ଜନ୍ମ କରିବ। ତୁମ୍ଭେ ତା'ର ନାମ ଇସ୍ହାକ ରଖିବ। ମୁଁ ତାଙ୍କ ସହିତ ଚୁକ୍ତି କରିବି। ସହେି ଚୁକ୍ତି ତୁମ୍ଭର ବଂଶଧରମାନଙ୍କ ପାଇଁ ଚିରକାଳସ୍ଥାଯୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପରମେଶ୍ଵର କହିଲେ, ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି ତୁମ୍ଭେ ତାହାର ନାମ ଇସ୍ହାକ ରଖିବ, ପୁଣି ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ନାଁ, ମୁଁ କହିଲି, ତୁମ୍ଭର ସ୍ତ୍ରୀ ସାରା, ପୁତ୍ର ଜନ୍ମ କରିବ। ତୁମ୍ଭେ ତା’ର ନାମ ଇସ୍ହାକ ରଖିବ। ମୁଁ ତାଙ୍କ ସହିତ ଚୁକ୍ତି କରିବି। ସେହି ଚୁକ୍ତି ତୁମ୍ଭର ବଂଶଧରମାନଙ୍କ ପାଇଁ ଚିରକାଳସ୍ଥାୟୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।
Odia IRV 2017 (ଓଡିଆ ବାଇବେଲ)