Genesis 17:20 — Compare Translations

5 translations compared side by side

Odia - 1840
"ମୁଁ ଇଶ୍ମାଯଲେ ବିଷଯ ରେ ତୁମ୍ଭର ଅନୁ ରୋଧ ଶୁଣିଛି। ମୁଁ ତାଙ୍କୁ ଆଶୀର୍ବାଦ କରିବି। ତା'ର ବହୁସନ୍ତାନ ଜନ୍ମ ହବେେ। ତାହାଠାରୁ ବାରଜଣ ଅଧିପତି ଜନ୍ମ ନବେେ ତାଙ୍କର ପରିବାର ଏକ ବିରାଟ ଜାତି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇଶ୍ମାଏଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି ବହୁ ପ୍ରଜାବ; କରି ତାହାର ବଂଶ ଅତିଶୟ ବୃଦ୍ଧି କରିବା । ତାହାଠାରୁ ଦ୍ଵାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଇଶ୍ମାଏଲ ବିଷୟରେ ତୁମ୍ଭର ଅନୁରୋଧ ଶୁଣିଛି। ମୁଁ ତାଙ୍କୁ ଆଶୀର୍ବାଦ କରିବି। ତା’ର ବହୁ ସନ୍ତାନ ଜନ୍ମ ହେବେ। ତାହାଠାରୁ ବାର ଜଣ ଅଧିପତି ଜନ୍ମ ନେବେ ତାଙ୍କର ପରିବାର ଏକ ବିରାଟ ଜାତି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇଶ୍ମାୟେଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି, ବହୁ ପ୍ରଜାବନ୍ତ କରି; ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ୱାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇଶ୍ମାୟେଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି, ବହୁ ପ୍ରଜାବନ୍ତ କରି; ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ୱାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା।