Genesis 17:21 — Compare Translations
5 translations compared side by side
Odia - 1840
"କିନ୍ତୁ ମାରେ ଚୁକ୍ତି ଇସ୍ହାକ ସହିତ ହବେ। ସାରା ଇସ୍ହାକକୁ ଜନ୍ମ ଦବେ। ଆସନ୍ତା ବର୍ଷ ଏହି ସମୟରେ ଇସ୍ହାକ ଜନ୍ମ ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋର ଚୁକ୍ତି ଇସ୍ହାକ ସହିତ ହେବ। ସାରା ଇସ୍ହାକକୁ ଜନ୍ମ ଦେବ। ଆସନ୍ତା ବର୍ଷ ଏହି ସମୟରେ ଇସ୍ହାକ ଜନ୍ମ ନେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।”