Genesis 17:22 — Compare Translations
5 translations compared side by side
Odia - 1840
"ପରମେଶ୍ବର ଅବ୍ରହାମଙ୍କ ସହିତ କଥା ହାଇେ ସାରିବାପରେ ସ୍ବର୍ଗକୁ ଚାଲି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପ୍ରକାରେ କଥାବାର୍ତ୍ତା ଶେଷ କରି ପରମେଶ୍ଵର ଅବ୍ରହାମଙ୍କ ନିକଟରୁ ଊର୍ଦ୍ଧ୍ଵଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅବ୍ରହାମଙ୍କ ସହିତ କଥା ହୋଇ ସାରିବା ପରେ ସ୍ୱର୍ଗକୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ କଥାବାର୍ତ୍ତା ଶେଷ କରି ପରମେଶ୍ୱର ଅବ୍ରହାମଙ୍କ ନିକଟରୁ ଊର୍ଦ୍ଧ୍ୱଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ କଥାବାର୍ତ୍ତା ଶେଷ କରି ପରମେଶ୍ୱର ଅବ୍ରହାମଙ୍କ ନିକଟରୁ ଉର୍ଦ୍ଧ୍ୱଗମନ କଲେ।