Genesis 17:23 — Compare Translations
5 translations compared side by side
Odia - 1840
"ତା'ପରେ ଠିକ୍ ସହେିଦିନ ଅବ୍ରହାମ ଇଶ୍ମାଯଲେ ଓ ତାଙ୍କର ସମସ୍ତ ସବେକଗଣଙ୍କୁ ଏବଂ ଦାସଗଣଙ୍କୁ ଏକତ୍ରୀତ କଲେ। ଅବ୍ରହାମ ମଧ୍ଯ କ୍ରିତଦାସମାନଙ୍କୁ ଏକତ୍ରୀତ କଲେ। ଅବ୍ରହାମ ପରିବାରର ସମସ୍ତ ପୁରୁଷଗଣ ଏକତ୍ରିତ ହେଲେ। ଏବଂ ସମସ୍ତେ ସୁନ୍ନତ ହେଲେ। ପରମେଶ୍ବରଙ୍କ ବାକ୍ଯାନୁସା ରେ ଅବ୍ରହାମ ସମାନଙ୍କେୁ ସୁନ୍ନତ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରୁ ଅବ୍ରହାମ ଆପଣା ପୁତ୍ର ଇଶ୍ମାଏଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ଵରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଠିକ୍ ସେହି ଦିନ ଅବ୍ରହାମ ଇଶ୍ମାଏଲ ଓ ତାଙ୍କର ସମସ୍ତ ସେବକଗଣଙ୍କୁ ଏବଂ ଦାସଗଣଙ୍କୁ ଏକତ୍ରିତ କଲେ। ଅବ୍ରହାମ ମଧ୍ୟ କ୍ରୀତଦାସମାନଙ୍କୁ ଏକତ୍ରିତ କଲେ। ଅବ୍ରହାମ ପରିବାରର ସମସ୍ତ ପୁରୁଷଗଣ ଏକତ୍ରିତ ହେଲେ। ଏବଂ ସମସ୍ତେ ସୁନ୍ନତ ହେଲେ। ପରମେଶ୍ୱରଙ୍କ ବାକ୍ୟାନୁସାରେ ଅବ୍ରହାମ ସେମାନଙ୍କୁ ସୁନ୍ନତ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ।