Genesis 17:24 — Compare Translations
5 translations compared side by side
Odia - 1840
"ଅବ୍ରହାମ ଅନେଶ୍ବତ ବର୍ଷ ବଯସ ରେ ସୁନ୍ନତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବ୍ରହାମଙ୍କର ଅନେଶ୍ଵତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମର ଛେଦନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ଅନେଶ୍ୱତ ବର୍ଷ ବୟସରେ ସୁନ୍ନତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବ୍ରହାମଙ୍କର ଅନେଶ୍ୱତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।
Odia IRV 2017 (ଓଡିଆ ବାଇବେଲ)
ଅବ୍ରହାମଙ୍କର ଅନେଶ୍ୱତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।