Genesis 17:25 — Compare Translations

5 translations compared side by side

Odia - 1840
"ଇଶ୍ମାଯଲଙ୍କେୁ ଯେତବେେଳେ ତରେ ବର୍ଷ ବଯସ ହାଇେଥିଲା ସେତବେେଳେ ସେ ସୁନ୍ନତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାଙ୍କର ପୁତ୍ର ଇଶ୍ମାଏଲର ତେର ବର୍ଷ ବୟସରେ ଲିଙ୍ଗାଗ୍ର ଚର୍ମର ଛେଦନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇଶ୍ମାଏଲଙ୍କୁ ଯେତେବେଳେ ତେର ବର୍ଷ ବୟସ ହୋଇଥିଲା ସେତେବେଳେ ସେ ସୁନ୍ନତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାଙ୍କର ପୁତ୍ର ଇଶ୍ମାୟେଲର ତେର ବର୍ଷ ବୟସରେ ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାଙ୍କର ପୁତ୍ର ଇଶ୍ମାୟେଲର ତେର ବର୍ଷ ବୟସରେ ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।