Genesis 17:26 — Compare Translations
5 translations compared side by side
Odia - 1840
"ଅବ୍ରହାମ ଏବଂ ତାଙ୍କର ପୁତ୍ର ଇଶ୍ମାଯଲେ ସହେି ଗୋଟିଏ ଦିନ ରେ ସୁନ୍ନତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଏକ ଦିନରେ ଅବ୍ରହାମଙ୍କର ଓ ତାଙ୍କ ପୁତ୍ର ଇଶ୍ମାଏଲର ସୁନ୍ନତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ଏବଂ ତାଙ୍କର ପୁତ୍ର ଇଶ୍ମାଏଲ ସେହି ଗୋଟିଏ ଦିନରେ ସୁନ୍ନତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଏକ ଦିନରେ ଅବ୍ରହାମଙ୍କର ଓ ତାଙ୍କ ପୁତ୍ର ଇଶ୍ମାୟେଲର ସୁନ୍ନତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଏକ ଦିନରେ ଅବ୍ରହାମଙ୍କର ଓ ତାଙ୍କ ପୁତ୍ର ଇଶ୍ମାୟେଲର ସୁନ୍ନତ ହେଲା।