Genesis 17:27 — Compare Translations

5 translations compared side by side

Odia - 1840
"ଯଦିଓ ଅବ୍ରହାମ ପରିବାର ସମସ୍ତ ଲୋକ ସଦେିନ ସୁନ୍ନତ ହେଲେ। ସମସ୍ତ ଦାସ ଏବଂ କ୍ରିତଦାସମାନେ ମଧ୍ଯ ସୁନ୍ନତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାଙ୍କ ଗୃହଜାତ ଓ ବିଦେଶୀୟମାନଙ୍କ ନିକଟରୁ ମୂଲ୍ୟକ୍ରୀତ ତାଙ୍କ ଗୃହସ୍ଥ ସମସ୍ତ ପୁରୁଷର ସୁନ୍ନତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ଅବ୍ରହାମଙ୍କ ପରିବାର ସମସ୍ତ ଲୋକ ସେହିଦିନ ସୁନ୍ନତ ହେଲେ। ସମସ୍ତ ଦାସ ଏବଂ କ୍ରୀତଦାସମାନେ ମଧ୍ୟ ସୁନ୍ନତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାଙ୍କ ଗୃହଜାତ ଓ ବିଦେଶୀୟମାନଙ୍କ ନିକଟରୁ ମୂଲ୍ୟକ୍ରୀତ ତାଙ୍କ ଗୃହସ୍ଥ ସମସ୍ତ ପୁରୁଷର ସୁନ୍ନତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାଙ୍କ ଗୃହଜାତ ଓ ବିଦେଶୀୟମାନଙ୍କ ନିକଟରୁ ମୂଲ୍ୟକ୍ରୀତ ତାଙ୍କ ଗୃହସ୍ଥ ସମସ୍ତ ପୁରୁଷର ସୁନ୍ନତ ହେଲା।