Genesis 17:3 — Compare Translations

5 translations compared side by side

Odia - 1840
"ତହିଁରେ ଅବ୍ରାମ ପରମେଶ୍ବରଙ୍କଠା ରେ ମଥାନତ କଲେ। ପରମେଶ୍ବର ତାଙ୍କୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ଵର ତାଙ୍କ ସହିତ ଆଳାପ କରି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଅବ୍ରାମ ପରମେଶ୍ୱରଙ୍କଠାରେ ମଥାନତ କଲେ। ପରମେଶ୍ୱର ତାଙ୍କୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ,