Genesis 17:4 — Compare Translations

5 translations compared side by side

Odia - 1840
"ଏହା ହେଉଛି ତୁମ୍ଭ ସହିତ ମାରଚେୁକ୍ତିର ଏକ ଅଂଶ। ମୁଁ ତୁମ୍ଭକୁ ବହୁଜାତିର ପିତା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ହେଉଛି ତୁମ୍ଭ ସହିତ ମୋର ଚୁକ୍ତିର ଏକ ଅଂଶ। ମୁଁ ତୁମ୍ଭକୁ ବହୁଜାତିର ପିତା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ।
Odia IRV 2017 (ଓଡିଆ ବାଇବେଲ)
“ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ।