Genesis 17:5 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭର ନାମ ପରିବର୍ତ୍ତନ କରି ଦବେି। ତୁମ୍ଭର ନାମ ଅବ୍ରାମ ରହିବ ନାହିଁ। ତୁମ୍ଭର ନାମ ଅବ୍ରହାମ ରହିବ। ମୁଁ ତୁମ୍ଭକୁ ଏପରି ନାମ ଦବେି କାରଣ ମୁଁ ତୁମ୍ଭକୁ ଅନକେ ଜାତିଗଣର ଜନକ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭ ନାମ ଅବ୍ରାମ (ମହାପିତା) ଆଉ ରହିବ ନାହିଁ, ମାତ୍ର ଅବ୍ରହାମ (ବହୁଲୋକର ପିତା) ହେବ । ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ନାମ ପରିବର୍ତ୍ତନ କରି ଦେବି। ତୁମ୍ଭର ନାମ ଅବ୍ରାମ ରହିବ ନାହିଁ। ତୁମ୍ଭର ନାମ ଅବ୍ରହାମ ରହିବ। ମୁଁ ତୁମ୍ଭକୁ ଏପରି ନାମ ଦେବି କାରଣ ମୁଁ ତୁମ୍ଭକୁ ଅନେକ ଜାତିଗଣର ଜନକ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ।